www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ଖସିଲା କରୋନା ସଂକ୍ରମଣ; ଆଉ ୩୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଆଜି ୨ହଜାର ତଳେ କରୋନା ଦୈନିକ ସଂକ୍ରମଣ ରହିଛି । ଗତ କିଛି ଦିନ ହେବ ୨ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୧ହଜାର ୬୭୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ଗତ ୨୪ ଘଣ୍ଟାରେ ୧ହଜାର ୬୩୫ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୮୪୧ ରହିଛି । ସେହିପରି ଗତ ୨୪ ଘଣ୍ଟାରରେ କରୋନା ଯୋଗୁ ୩୧ ଜଣଙ୍କ ମୃତ୍ୟୁ ହୋଇଛି । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ମଧ୍ୟ ହ୍ରାସ ପାଉଛି । ଦେଶରେ ଦୈନିକ ପଜିଟିଭିଟି ହାର ୦.୪୧% ରହିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୬,୦୦,୭୩୭ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୪୯୦ ଜଣଙ୍କ ମୃତ୍ୟୁ ହୋଇଛି ।

- Advertisement -

 

 

 

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories