www.samajalive.in
Monday, December 8, 2025
27.1 C
Bhubaneswar

ବଙ୍ଗୀୟ ଅଭିନେତ୍ରୀଙ୍କ ଆତ୍ମହତ୍ୟା; ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

କୋଲକାତା: ବଙ୍ଗୀୟ ମନୋରଞ୍ଜନ ଶିଳ୍ପରୁ ଆସିଛି ଏକ ଦୁଃଖଦ ଖବର। ୨୧ ବର୍ଷୀୟ ମଡେଲ ତଥା ଅଭିନେତ୍ରୀ ବିଦିଶା ଦେ ମଜୁମଦାର ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ବିଦିଶାଙ୍କ ମୃତଦେହ ତାଙ୍କ ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି।   

- Advertisement -

ବିଦିଶା ନଗର ବାଜାରରେ ଭଡ଼ା ଘରେ ରହୁଥିଲେ। ବୁଧବାର ରାତିରେ ପୁଲିସ ତାଙ୍କ ଫ୍ଲାଟରେ ବିଦିଶାଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲା। ଘରର କବାଟ ଭିତର ପଟରୁ ବନ୍ଦଥିଲା ଓ ପୁଲିସ କବାଟ ଭାଙ୍ଗି ଘର ଭିତରକୁ ପଶିଥିଲା। ପରେ ବିଦିଶାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ତେବେ ପୁଲିସକୁ ବିଦିଶାଙ୍କ ଘରୁ ସୁଇସାଇଡ଼ ନୋଟ୍‌ ମିଳିଥିବା ସୂଚନା ମିଳିଛି।

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories