www.samajalive.in
Sunday, December 7, 2025
13.1 C
Bhubaneswar

କଟକରେ ନକଲି ମୃଦୁ ପାନୀୟ ଫ୍ୟାକ୍ଟ୍ରି

କଟକ : କିଛିଦିନର ବ୍ୟବଧାନ ପରେ ପୁଣି କଟକରେ ଠାବ ହୋଇଛି ନକଲି ଜିନିଷ। ଶୁକ୍ରବାର ଜଗତପୁରରେ ନକଲି ମୃଦୁ ପାନୀୟ ଫ୍ୟାକ୍ଟ୍ରିରେ ସିଏମସି ସ୍ୱାସ୍ଥ୍ୟ ବିଭାଗ ଓ ଜଗତପୁର ପୁଲିସର ମିଳିତ ଭାବେ ଚଢାଉ କରିଛି। ନାମୀଦାମୀ କମ୍ପାନୀର ଲୋଗୋକୁ ଜାଲ କରି ମୃଦୁ ପାନୀୟ ପ୍ୟାକିଂ କରାଯାଉଥିଲା। ଏହାସହ ପୁଲିସ ଓ ସିଏମସି ସ୍ୱାସ୍ଥ୍ୟ ବିଭାଗ କମ୍ପାନୀର ମାଲିକକୁ ଅଟକ ରଖି ପଚରାଉଚରା ଜାରି ରହିଛି। ଏହି ମୃଦୁ ପାନୀୟକୁ ଜଗତସିଂହପୁର, ଢେଙ୍କାନାଳ,ଖୁଣ୍ଟଣୀ,ଯାଜପୁର ଆଦି ସ୍ଥାନକୁ  ପଠାଯାଉଥିଲା ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି। ଚଢାଉ ସହ ତଦନ୍ତ ଜାରି ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories