www.samajalive.in
Monday, December 8, 2025
27.1 C
Bhubaneswar

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଭୁବନେଶ୍ୱର: ଆଜି ପବିତ୍ର ସାବିତ୍ରୀ ବ୍ରତ । ଏହି ଅବସରରେ ରାଜ୍ୟର ବିଭିନ୍ନ ମନ୍ଦିରରେ ସଧବା ନାରୀମାନେ ବ୍ରତ ପାଳନ କରୁଥିବା ବେଳେ ଭୁବନେଶ୍ୱରରେ କିନ୍ନର ମାନେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି । ନିଜର ଗୁରୁଙ୍କ ପାଇଁ କିନ୍ନର ମାନେ ସାବିତ୍ରୀ ଵ୍ରତ ମହା ଆଡ଼ମ୍ବରରେ ପାଳନ କରିଛନ୍ତି।  ପ୍ରତ୍ୟେକ ବର୍ଷ ଭଳି ଏବର୍ଷ ମଧ୍ୟ ଓଡ଼ିଶା କିନ୍ନର ଆଖାଡା ତରଫରୁ ଭୁବନେଶ୍ୱର ସ୍ଥିତ ପଳାସପଲ୍ଲୀ  ବ୍ରିଜ୍‌ ନିକଟରେ ସାବିତ୍ରୀ ବ୍ରତ ଯଥା ରୀତିନୀତି ଅନୁଯାୟୀ ପାଳନ କରିଛନ୍ତି । ବିଧି ଅନୁଯାୟୀ ଗୁରୁ ପୂଜନ, ବୃକ୍ଷ ପୂଜା ମଧ୍ୟ କରାଯାଇଛି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories