www.samajalive.in
Monday, December 8, 2025
13.1 C
Bhubaneswar

୨୦୨୧ ସିଭିଲ ସର୍ଭିସ୍ ପରୀକ୍ଷା ଫଳ ପ୍ରକାଶିତ; ସର୍ବଭାରତୀୟ ସ୍ତରରେ ଶ୍ରୁତି ଶର୍ମା ଟପ୍ପର

ନୂଆଦିଲ୍ଲୀ: ୨୦୨୧ ସିଭିଲ ସର୍ଭିସ୍ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ୬୮୫ ଜଣ କୃତକାର୍ଯ୍ୟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଆଇଏଏସ ପାଇଁ ୧୮୦ ଜଣ, ଆଇପିଏସ ପାଇଁ ୨୦୦ ଜଣ ଓ ଆଇଏଫ୍ଏସ ପାଇଁ ୩୭ ଜଣ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏଥର ପ୍ରଥମ ତିନିଟି ସ୍ଥାନରେ ରହିଛନ୍ତି ଝିଅ।

ସର୍ବଭାରତୀୟ ସ୍ତରରେ ଶ୍ରୁତି ଶର୍ମା ତାଲିକାର ପ୍ରଥମରେ ରହି ଟପ୍ପର ହୋଇଛନ୍ତି। ତାଲିକାର ୨ୟ ସ୍ଥାନରେ ଅଙ୍କିତା ଅଗ୍ରୱାଲ, ୩ୟ ସ୍ଥାନରେ ଗାମିନି ସିଙ୍ଗ୍‌ଲା ରହିଛନ୍ତି।

- Advertisement -

ସେହିପରି ତାଲିକାରେ ଓଡ଼ିଶାର ଅଙ୍କୁର ଦାସ ୫୨, କାର୍ତ୍ତିକ ପାଣିଗ୍ରାହୀ ୬୩, ଗୌରଭ ଅଗ୍ରୱାଲ୍‌ ୮୬, ଦୁର୍ଗା ପ୍ରସାଦ ଅଧିକାରୀ ୨୦୫, ବିଶ୍ବ ବିଶ୍ରୁତ ତ୍ରିପାଠୀ ୨୩୨, ଅନୁପ ଗର୍ଗ ୨୬୯, ସମୀର କୁମାର ଜେନା ୨୭୩, ସୌମ୍ୟରଞ୍ଜନ ପ୍ରଧାନ ୩୦୬, ହର୍ଷିତ ମେହେର ୩୭୬, ମାନସ ରଞ୍ଜନ ସାହୁ ୫୧୩ ର‍୍ୟାଙ୍କରେ ରହିଛନ୍ତି।

 

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories