www.samajalive.in
Sunday, December 7, 2025
23.1 C
Bhubaneswar

ପିଏମ୍ କିଷାନ ଯୋଜନାର ୧୧ତମ କିସ୍ତି ପ୍ରଦାନ କଲେ ମୋଦୀ

ଶିମଳା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଶିମଳା ଗସ୍ତରେ ଯାଇ ଦେଶର ଅଭାବୀ ଚାଷୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ମୋଦୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୧ତମ କିସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ଶିମଳାରେ ଅବସ୍ଥିତ ରିଜ୍ ମଇଦାନରେ ଜାତୀୟ ସ୍ତରରେ ‘ଗରିବ କଲ୍ୟାଣ ସମ୍ମେଳନ’ ଆୟୋଜିତ ହୋଇଛି। ଯେଉଁଠାରେ ମୋଦୀ ଅନେକ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଛନ୍ତି ଏବଂ ପିଏମ୍ କିଷାନ ଯୋଜନାର ଏକାଦଶ କିସ୍ତି ମଧ୍ୟ ପ୍ରଦାନ କରିଛନ୍ତି। ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨,୦୦୦ ଟଙ୍କା ପଠାଯାଇଛି। ଏଥିସହିତ ଦୀର୍ଘ ଦିନ ଧରି କିସ୍ତି ପାଇଁ ଅପେକ୍ଷା କରିଥିବା କୃଷକମାନେ ଆଜି ଏହାର ଲାଭ ପାଇଛନ୍ତି।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories