www.samajalive.in
Monday, December 8, 2025
24.1 C
Bhubaneswar

ବାରବାଟୀରେ ଟି-୨୦ ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ: ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ୍‌ ହେବାକୁ ନେଇ ବଢ଼ିଲା ଅଡ଼ୁଆ । ବାରବାଟୀରେ ଟି-୨୦ ମ୍ୟାଚ୍‌ ବନ୍ଦ କରିବା ପାଇଁ ହାଇକୋର୍ଟରେ ଏକ ମାମଲା ଦାୟର ହୋଇଛି ।  ଢେଙ୍କାନାଳ ଜିଲ୍ଲା ଭୁବନର ଜନୈକ ବ୍ୟକ୍ତି ବାରବାଟୀ ଷ୍ଟାଡିୟମରେ ହେବାକୁଥିବା ଟି-୨୦ ମ୍ୟାଚ ବନ୍ଦ କରିବାକୁ ହାଇକୋର୍ଟରେ ଜନ ସ୍ୱାର୍ଥ ମାମଲା ଦାୟର କରିଛନ୍ତି ।  ଷ୍ଟାଡିୟମରେ ଅଗ୍ନି ନିରାପତ୍ତାର ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗରେ ଏହି ମାମଲା ଦାୟର ହୋଇଥିବା ଜଣାପଡ଼ିଛି । ବିସିସିଆଇ ଓ ରାଜ୍ୟ ସରକାରଙ୍କ ସହ ୧୫ଜଣଙ୍କୁ ଏଥିରେ ପକ୍ଷଭୁକ୍ତ କରାଯାଇଛି ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories