www.samajalive.in
Friday, December 12, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡି ଯୁବ କର୍ମୀ

କଣ୍ଟାବାଞ୍ଜି:ପଶ୍ଚିମ ଓଡିଶାର ଟାଣୁଆ ଆଦିବାସୀ ସଂଗଠକ ତଥା ପଶ୍ଚିମ ଓଡିଶା ଆଦିବାସୀ ମହାସଂଘ ମହାସଚିବ ନିରଞ୍ଜନ ବିଶିଙ୍କୁ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିଥିବାରୁ କଣ୍ଟାବାଞ୍ଜି ବିଜେଡି ଯୁବକର୍ମୀ ମଧ୍ୟ୍ୟରେ ଖୁସିର ଲହରୀ ଦେଖିବାକୁ ମିଳିଛି । ବିଜେଡି ସୁପ୍ରିମୋ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ବିଜେଡି ଦଳ ସାଙ୍ଗଠନିକ ସମ୍ପାଦକ ପୂର୍ବତନ ଶକ୍ତି ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସଙ୍କୁ ଯୁବ ବିଜେଡି ନେତା ଗିରିସିଂ ମାଝି, ତୁରେକେଲା ବ୍ଲକ ବିଜେଡି ସଭାପତି ଆଶାଦୁଲ୍ଲା ଖାଁ, କଂଣ୍ଟାବାଞ୍ଜି ଯୁବ ବିଜେଡ଼ି ସଭା ପତି ବିଷ୍ଣୁ ଜୁଏଡ଼, ସୁଦାମ ବେହେରା, ତୁଷୁ ରାଏ, ଗୁଡ଼ୁ ପନିକା, ଯଶୋବନ୍ତ ମାଝି, ବିଟୁ ସାଙ୍ଗା ପ୍ରମୁଖ କୃତଜ୍ଞତା ଜଣାଇଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories