www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ଆଉ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ମାମଲା ରାଜ୍ୟର ୩ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜିଲ୍ଲା କରୋନା ମୁକ୍ତ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ସଂକ୍ରମିତ ୪ଜଣ ରହିଛନ୍ତି । ଚିହ୍ନଟ ୬ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର କୌଣସି ଆକ୍ରାନ୍ତ ନଥିବା କୁହାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀରରୁ ୧, କଟକ ଓ ଷ୍ଟେଟପୁଲରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ରାଜ୍ୟରେ ଆଉ ୯ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ୮୧ଜଣ ରହିଛନ୍ତି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories