www.samajalive.in
Thursday, December 11, 2025
23.1 C
Bhubaneswar

ପ୍ରସିଦ୍ଧ ସନ୍ତୁର ବାଦକ ଭଜନ ସୋପୋରୀଙ୍କ ପରଲୋକ

ଜମ୍ମୁ: ପ୍ରସିଦ୍ଧ ସନ୍ତୁର ବାଦକ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ପଣ୍ଡିତ ଭଜନ ସୋପୋରୀଙ୍କର ଗୁରୁବାର ପରଲୋକ ଘଟିଛି। ୭୪ ବର୍ଷୀୟ ସୋପୋରୀ ଗୁରୁଗ୍ରାମ ସ୍ଥିତ ଏକ ଡାକ୍ତରଖାନାରେ ଶେଷ ନିଃଶ୍ବାସ ତ୍ୟାଗ କରିଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।

ପଣ୍ଡିତ ସୋପୋରୀ ୧୯୪୮ ମସିହାରେ ଶ୍ରୀନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପୂରା ନାମ ଭଜନ ଲାଲ ସୋପୋରୀ ଏବଂ ତାଙ୍କ ପିତା ପଣ୍ଡିତ ଏସ.ଏନ ସୋପୋରୀ ମଧ୍ୟ ଜଣେ ସନ୍ତୁର ବାଦକ ଥିଲେ।

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories