www.samajalive.in
Saturday, December 13, 2025
18.1 C
Bhubaneswar

ବ୍ରଜରାଜନଗର ଉପନିର୍ବାଚନ ; ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ଅଳକା ମହାନ୍ତି ଆଗରେ

ବ୍ରଜରାଜନଗର : ଆଜି ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ପ୍ରକ୍ରିିୟା ଜାରି ରହିଛି। ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ଅଳକା ମହାନ୍ତି ୧୫,୬୦୮ ଭୋଟରେ ଆଗୁଆ ରହିଛନ୍ତି। ବିଜେଡିକୁ ୨୦,୮୨୦, ବିଜେପିକୁ ୫୨୧୨,କଂଗ୍ରେସକୁ ୩୫୬୦ ଭୋଟ୍‍ ମିଳିଛି।
ସୂଚନା ଯୋଗ୍ୟ, ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ୪୭୩୩ଟି ଭୋଟ ପାଇଥିବା ବେଳେ ପ୍ରଥମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୀୟ ସ୍ଥାନରେ ରହି୧୦୪୪ଟି ଭୋଟ ପାଇ ଥିଲେ । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲ  ପୋଷ୍ଟାଲ ବାଲାଟ ଗଣତିରୁ ୧୦୧୪ଟି ଭୋଟ ପାଇଥିଲେ । ଦ୍ବିତୀୟ ରାଉଣ୍ଡ ସୁଦ୍ଧା ବିଜେଡ଼ି ପ୍ରାର୍ଥୀ ଅଳକା ମହାନ୍ତି ଆଗୁଆ, ଦ୍ବିତୀୟ ରାଉଣ୍ଡ ସୁଦ୍ଧା ବିଜେଡ଼ିକୁ ୧୦,୨୪୮, ବିଜେପି ୨୬୨୩ ଏବଂ କଂଗ୍ରେସ ୧୬୯୯ ଭୋଟ ମିଳିଥିଲ। ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories