www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ପୁଣି ଉପରମୁହାଁ କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଗତ କିଛି ମଧ୍ୟରେ ସଂକ୍ରମଣ ୨ ହଜାର ଅତିକ୍ରମ କରୁଥିବା ବେଳେ ଏବେ ପୁଣି ଏଥିରେ ଆହୁରି ବୃଦ୍ଧି ହେଉଥିବା ଦେଖାଯାଉଛି। ଗତ ୨୪ ଘଣ୍ଟାରେ ଆଉ ୪,୦୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୬୮,୫୮୫କୁ ବୃଦ୍ଧି ପାଇଛି। ସେହିପରି ଆଉ ୨,୩୬୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୬,୨୨,୭୫୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୬୫୧ରେ ପହଞ୍ଚିଛି। ମୃତ୍ୟୁହାର ୧.୨୨%। ୨୧,୧୭୭ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୫%। ଦିନକ ଆଗରୁ ୪,୨୫,୩୭୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୫,୧୭,୬୩,୯୭୪ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୧୨,୦୫,୮୪୦ ଟିକା ନେଇଥିବା ବେଳେ ଏଯାଏଁ ମୋଟ ୧,୯୩,୮୩,୭୨,୩୬୫ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୩,୧୯,୧୦୮ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories