www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ସ୍ୱାଇନ୍‍ ଫ୍ଲୁ ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍‍ ରହିଛି – ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ ଦୁଇ ଜଣ ସ୍ୱାଇନ୍‍ ଫ୍ଲୁ ରୋଗୀ ଚିହ୍ନଟ ହୋଇଛନ୍ତିି। ସ୍ୱାଇନ ଫ୍ଲୁ ଚିହ୍ନଟ ନେଇ ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି। ରାଜଧାନୀରେ ୨ଜଣ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଦୁଇ ରୋଗୀଙ୍କ ମଧ୍ୟରୁ ଜଣେ ୩୮ ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ ୨୮ ବର୍ଷୀୟ ମହିଳା । ଭଭୟେ ହସ୍ପିଟାଲରେ ଚିିକିତ୍ସାଧୀନ ରହିଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍‍ ରହିଛି। ଚିହ୍ନଟ ଦୁଇ ରୋଗୀଙ୍କ କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ଏହାସହ ଲକ୍ଷଣ ଦେଖାଗଲେ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି। ଦୁଇ ଆକ୍ରାନ୍ତ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିିକିତ୍ସିତ ହେଉଛନ୍ତି ।
ସୂଚନା ଯୋଗ୍ୟ ,୨ ବର୍ଷ ବ୍ୟବଧାନରେ ରାଜ୍ୟକୁ ପୁଣି ଫେରିଲା ସ୍ବାଇନ ଫ୍ଲୁ।  ୨୦୦୯ରେ ରାଜ୍ୟରେ ପ୍ରଥମ ସ୍ବାଇନ ଫ୍ଲୁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories