www.samajalive.in
Saturday, December 13, 2025
14.1 C
Bhubaneswar

ଗୋପାଳପୁର ବନ୍ଦରରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ

ବ୍ରହ୍ମପୁର: ଗୋପାଳପୁର ବନ୍ଦରରେ ଦୁର୍ଘଟଣା ଘଟି କାର୍ୟ୍ୟରତ ଜଣେ ଶ୍ରମିକ ପ୍ରାଣ ହରାଇଛନ୍ତି । ମୃତକ ହେଉଛନ୍ତି ନିକଟସ୍ଥ ବଡ ଅର୍ୟ୍ୟପଲ୍ଲୀ ଗାଁର ପି ଗୋପାଳଙ୍କ ପୁଅ ପି ରାଜୁ । ଗତ ବିଳମ୍ବିତ ରାତିରେ ବନ୍ଦରରେ ଏସ୍କଭେଟର ଓଲଟି ପଡିବା ଫଳରେ ହେଲ୍ପରର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ମୃତ ଶ୍ରମିକ ପି ରାଜୁଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା କ୍ଷତିପୂରଣ ଅର୍ଥ ଦେବାକୁ ପ୍ରତିଶ୍ରୁତି ମିଳିଥିବା ବେଳେ ବର୍ତ୍ତମାନ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ନେଇ ସୂଚନା ରହିଛି । ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦେବାକୁ ଶ୍ରମିକ ସଂଗଠନ ଗୁଡ଼ିକ ପକ୍ଷରୁ ଦାବି କରାଯାଇଛି ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories