www.samajalive.in
Saturday, December 13, 2025
21.1 C
Bhubaneswar

ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ; ୨୧ରେ ଗଣତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନ ନେଇ ଗୁରୁବାର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ। ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ଏନେଇ ଜୁନ୍‌ ୧୫ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।

ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ଜୁନ ୨୯। ସେହିପରି ନାମାଙ୍କନ ପତ୍ର ଯାଞ୍ଚର ଶେଷ ତାରିଖ ଜୁନ ୩୦ ତାରିଖ ହୋଇଥିବା ବେଳେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଜୁଲାଇ ୨ । ଜୁଲାଇ ୨୧ରେ ଭୋଟ ଗଣତି ପରେ ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଏବଂ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି।

- Advertisement -

ସୂଚନାଯୋଗ୍ୟ, ଜୁଲାଇ ୨୫ ତାରିଖରେ ଭାରତର ବର୍ତ୍ତମାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେଉଛି।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories