www.samajalive.in
Saturday, December 13, 2025
14.1 C
Bhubaneswar

ରାଜ୍ୟ ବଜେଟ ୨୦୧୮-୧୯ : ଗ୍ରାମାଞ୍ଚଳର ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ୨୦୧୮-୧୯ ରାଜ୍ୟ ବଜେଟରେ ସରକାର ବିଜୁଳି, ସଡ଼କ ଓ ଜଳ ଯୋଗାଣ ଏବଂ ଗ୍ରାମାଞ୍ଚଳର ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି।
-ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ୧ କୋଟି ଟଙ୍କା
-ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ୨୫୦ କୋଟି ଟଙ୍କା
-ଗୋପବନ୍ଧୁ ଗ୍ରାମୀଣ ଯୋଜନା ପାଇଁ ୫୦୦ କୋଟି ଟଙ୍କା
-ସ୍ମାର୍ଟ ସିଟି ପାଇଁ ୪୦୦ ପାଇଁ କୋଟି ଟଙ୍କା
-ସର୍ବ ଶିକ୍ଷା ଅଭିଯାନ ପାଇଁ ୧୮୦୦ କୋଟି ଟଙ୍କା
-ମଧ୍ୟାହ୍ନ ଭୋଜନ ପାଇଁ ୮ଶହ ୮ କୋଟି ଟଙ୍କା

-ଗ୍ରାମାଞ୍ଚଳ ଜଳଯୋଗାଣ ପ୍ରକଳ୍ପ ପାଇଁ ୧ ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

 -ନିରାମୟ ଯୋଜନା ପାଇଁ ୩୦୪ କୋଟି ଟଙ୍କା
-ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ଯୋଜନା ୭୦୦ କୋଟି ଟଙ୍କା
-ପୁରୁଷ ବିଶ୍ୱକପ୍‍ ହକି ପାଇଁ ୧୨୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories