www.samajalive.in
Saturday, December 13, 2025
27.1 C
Bhubaneswar

୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିଅରେ ରଖି ପଶ୍ଚିମ ଓଡ଼ିଶାର ୭ ଜିଲ୍ଳା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଭାଗର ସୂଚନା ଅନୁଯାୟୀ ଆଜି ପଶ୍ଚିମ ଓଡ଼ିଶାର ୭ ଜିଲ୍ଳା ଅର୍ଥାତ୍‌ ସୋନପୁର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି ଓ ନୂଆପଡ଼ା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ଗରମ ଓ ଖରାକୁ ଦୃଷ୍ଟିରେ ରଖି  ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଥିବା ବେଳେ, ସେପଟେ ଆଜି ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ ଆଶ୍ୱସ୍ତି ଆଣିପାରେ ବର୍ଷା । ଉପକୂଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିପାରେ ବୋଲି କୁହାଯାଇଛି ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories