www.samajalive.in
Monday, December 15, 2025
16.1 C
Bhubaneswar

ରେଳ ଧାରଣାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର : ମାର୍କୋଣା ରେଳ ଷ୍ଟେସନ ରେଳ ଧାରଣାରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସକାଳ ସମୟରେ ଏହି ଦୁର୍ଘଟଣା ଘଟିଛି । ମୃତଦେହଟି ରେଳ ଷ୍ଟେସନର ଦକ୍ଷିଣ କେବିନ ପଟରେ ପଡ଼ିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଜିଆରପିକୁ ଖବର ଦେଇଥିଲେ। ଜିଆରପି ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।  ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରି ନାହିଁ।

Hot this week

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

Related Articles

Popular Categories