www.samajalive.in
Tuesday, December 9, 2025
17.1 C
Bhubaneswar

ପ୍ରଦର୍ଶିତ ହେବ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର ଶ୍ରୀଲୋକନାଥ

ଡେସ୍କ: ପୁଣି ପ୍ରଦର୍ଶିତ ହେବ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର ଶ୍ରୀଲୋକନାଥ। ୧୯୬୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର ଶ୍ରୀଲୋକନାଥର ପ୍ରିଂଟ ଉପଲବ୍ଧ ନ ଥିଲା କିମ୍ବା ଅନ୍ୟ କୌଣସି ଇଲେକ୍ଟ୍ରୋନିକ ଫର୍ମାଟକୁ ମଧ୍ୟ ସ୍ୱଚ୍ଛ ହୋଇ ରୂପାନ୍ତରିତ ହୋଇ ନ ଥିଲା। ତେବେ ୬୨ ବର୍ଷ ପରେ ଫିଲ୍ମ ଜର୍ଣ୍ଣାଲିଷ୍ଟ ଫୋରମ୍‍ ପକ୍ଷରୁ ପୁନଃ ଉଦ୍ଧାର ଓ ସଂରକ୍ଷଣ ପରେ ଓଡ଼ିଆ ଚଳଚ୍ଚିତ୍ର ଶ୍ରୀଲୋକନାଥକୁ ଚଳିତ ମାସ ୧୩ ତାରିଖ ସଂଧ୍ୟା ୬.୧୫ ମିନିଟରେ ପୁରୀ ଟାଉନ ହଲ ଠାରେ ପ୍ରଦର୍ଶିତ କରାଯିବ ବୋଲି ଫୋରମର ସଭାପତି ସଞ୍ଜୟ ଦାସବର୍ମା ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories