www.samajalive.in
Monday, December 8, 2025
27.1 C
Bhubaneswar

ବଦଳିଲା ନନ୍ଦିଘୋଷ ରଥ ଅଖ

ପୁରୀ: ଆସୁଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏଥି ପାଇଁ ରଥଖଳାରେ ତିନି ଠାକୁରଙ୍କ ରଥକାର୍ଯ୍ୟ ଜୋରଦାର କରାଯାଉଛି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ନୂଆ ଅଖ ସହ ଦୁଇ ଚକର ସଂଯୋଗ କରାଯାଇଛି ।  ଅଖରେ ଫାଟ ଦେଖିବା ପରେ ପୁଣି ଥରେ ନୂଆ ଅଖ ନିର୍ମାଣ କରାଯାଇ ଚକରେ ସଂଯୋଗ ହୋଇଛି । ଗତକାଲି ଅଖରେ ଫାଟଥିବା ନେଇ ଦେଖିବାକୁ ମିଳିଥିଲା । ପରେ ପରେ ଏନେଇ ଅନୁଧ୍ୟାନ କରାଯିବା ସହ ଚକ ସହ ଅଖର ସଂଯୋଗ କରାଯାଇଛି ।  ଆଜି ଦଣ୍ଡାକଣ୍ଟା ବାଡ଼ା ଯିବାର କାର୍ଯ୍ୟକ୍ରମ ରହିଛି । ଏନେଇ ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ୱକର୍ମା ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories