www.samajalive.in
Sunday, December 7, 2025
23.1 C
Bhubaneswar

କନ୍ଧମାଳ ସାଂସଦଙ୍କୁ କୃତଜ୍ଞତା

ଫୁଲବାଣୀ : ଫୁଲବାଣୀ ଜିଲ୍ଲା ପ୍ରେସ କ୍ଲବର ବିଭିନ୍ନ ଅଭାବ ଅସୁବିଧାକୁ ହୃଦୟଙ୍ଗମ କରି କନ୍ଧମାଳ ସାଂସଦ ଡ଼ଃ ଅଚ୍ୟୁତ ସାମନ୍ତ ଵ୍ୟକ୍ତିଗତ ଭାବେ ଏକଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ଏ ନେଇ  ସାଂସଦ ପ୍ରତିନିଧି ଦେବେନ୍ଦ୍ର ସାମଲ ସୂଚନା ଦେଇଛନ୍ତି । ଫଳରେ ପ୍ରେସ କ୍ଲବ ସଭାପତି ସୁନୀଲ ପଟନାୟକ, ସମ୍ପାଦକ ପ୍ରଶାନ୍ତ ବେହେରା ଓ ଅନ୍ୟ ସଦସ୍ୟ ମ।ନେ କୃତଜ୍ଞତା ଜଣାଇଛନ୍ତି । ଏହି ଅର୍ଥରେ ପ୍ରେସ୍ କ୍ଲବର ଆବଶ୍ୟକୀୟ ସରଞ୍ଜାମ କିଣାଯିବ । ନିକଟରେ ସାଂସଦ ଡ଼ଃ.ସାମନ୍ତ ପ୍ରେସ କ୍ଲବର ଅତିରିକ୍ତ ଗୃହ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇ ଥିବା ଅବସରରେ ପ୍ରେସ କ୍ଲବ ପକ୍ଷରୁ ଅନୁରୋଧ କରାଯାଇଥିଲା । ଆଗକୁ ମଧ୍ୟ ସମ୍ପୂର୍ଣ୍ଣ ସହଯୋଗ ଜାରୀ ରହିବ ବୋଲି ସାଂସଦ ଡ଼ଃ. ସାମନ୍ତ ପ୍ରତିଶ୍ରୁତି ଦେଇଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories