www.samajalive.in
Monday, December 8, 2025
13.1 C
Bhubaneswar

ସମୁଦ୍ରରେ ବୁଡ଼ି ପର୍ଯ୍ୟଟକ ନିଖୋଜ

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଜଣେ ପର୍ଯ୍ୟଟକ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ରବିବାର ପର୍ଯ୍ୟଟକ ଜଣକ ସ୍ବର୍ଗଦ୍ବାର ନିକଟ ବେଳାଭୂମିରେ ଗାଧୋଉଥିବା ବେଳେ ବୁଡ଼ି ଯାଇଥିଲେ। ନିଖୋଜ ପର୍ଯ୍ୟଟକଙ୍କ ନାମ ଉଜ୍ଜଳା ଦାସ(୨୩) ଓ ତାଙ୍କ ଘର ପଶ୍ଚିମବଙ୍ଗ ୨୪ ପ୍ରଗଣା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଉଦ୍ଧାରକାର୍ଯ୍ୟ ଜାରି ରହିଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories