www.samajalive.in
Monday, December 8, 2025
13.1 C
Bhubaneswar

ସମୁଦ୍ରରେ ବୁଡ଼ି ୩ ଆହତ; ଡାକ୍ତରଖାନାରେ ଭର୍ତ୍ତି

ପୁରୀ: ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ ଘଟିଛି । ଗାଧୋଇବା ସମୟରେ ୩ ଜଣ ବୁଡ଼ିଯାଇ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ଜଣେ ଢେଙ୍କାନାଳ ଜିଲ୍ଲାର ରୋଜାଲିନ ନାଥ ବୋଲି ଜଣାପଡ଼ିଛି । ସେହିପରି ଅନ୍ୟ ଦୁଇଜଣ ଆହତ ପଶ୍ଚିମବଙ୍ଗର ହୋଇଥିବା ସୂଚନା ମିଳିଛି ।  ସେମାନଙ୍କ ନାଁ  ସେବିକା ଦନ (୫୩) ଏବଂ ସତିଶ ମଣ୍ଡଳ (୫୬) ବୋଲି ଜଣାପଡିଛି । ସମସ୍ତ ଆହତଙ୍କୁ ଲାଇଫ ଗାର୍ଡ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories