www.samajalive.in
Sunday, December 14, 2025
26.1 C
Bhubaneswar

ଯୁବ ଇଞ୍ଜିନିୟରଙ୍କ ଆତ୍ମହତ୍ୟା ଅଭିଯୋଗ

ପାଟଣା: ପାଟଣା ଥାନା ସାହାରପଡା ବ୍ଲକ ମାଛଗଡ ପଞ୍ଚାୟତ ବାଉଁଶନାଳି ଗାଁର ବାସିନ୍ଦା ସ୍ବର୍ଗତ ସୁଗ୍ରୀବ ବାନ୍ଦରାଙ୍କ ପୁଅ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।  ତାଙ୍କ ନାଁ ଲକ୍ଷ୍ମଣ ବାନ୍ଦରା (୨୦) ହୋଇଥିବା ବେଳେ ସେ ଡିପ୍ଲୋମା ଇଞ୍ଜିନିୟର ପାଠ ପଢ଼ିଥିଲେ । ପ୍ରେମ ବ୍ୟାପାରକୁ ନେଇ ଲକ୍ଷ୍ମଣ ଗତକାଲି ଦିନ ୩ଟାରୁ ୬ଟା ମଧ୍ୟରେ ନିଜ ଶୋଇବା ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ଏନେଇ ସାହାରପଡା ଫାଣ୍ଡି ଅଧିକାରୀ ଶିବ ପ୍ରସାଦ ଆଇଚ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ । ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories