www.samajalive.in
Sunday, December 7, 2025
26.1 C
Bhubaneswar

ଦୁଇ ବର୍ଷ ପରେ ଝଲସିବ କଟକର ଐତିହାସିକ ବାଲିଯାତ୍ରା ପଡିଆ

କଟକ- ଦୁଇ ବର୍ଷ ପରେ କଟକ ବାଲିଯାତ୍ରା ପଡିଆରେ ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ । କୋଭିଡ୍‌ ପାଇଁ ଗତ ଦୁଇ ବର୍ଷ ବାଲିଯାତ୍ରା ବନ୍ଦ ରହିଥିଲା । ଚଳିତ ବର୍ଷ ଏହାକୁ ଆୟୋଜନ କରାଯିବ ବୋଲି କଟକର ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି ।

ପିଡି ଡିଆର୍‌ଡିଏ ଏହାର ନୋଡାଲ୍‌ ଅଫିସର୍‌ ଭାବେ କାର୍ଯ୍ୟ ତୁଲାଇବେ । ବାଲିଯାତ୍ରା ଅନୁଷ୍ଠିତ ହେବାକୁ ନେଇ ବ୍ୟବସାୟୀ ଏବଂ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଖୁସୀର ଲହରୀ ଖେଳିଯାଇଛି । ବାଲିଯାତ୍ରାକୁ ରାଜ୍ୟ ସ୍ତରୀୟ ମେଳା ଭାବେ ମାନ୍ୟତା ମିଳିଛି ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories