www.samajalive.in
Wednesday, December 10, 2025
16.1 C
Bhubaneswar

ମୋଦୀ ସରକାରର ୮ବର୍ଷ ପୂର୍ତ୍ତି ଉପଲକ୍ଷେ ବିଜେପିର ବାଇକ୍ ରାଲି

ରେଙ୍ଗାଲି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ସରକାରର ୮ବର୍ଷ ପୂର୍ତ୍ତି ଅବସରରେ ବିଜେପି ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ ସଭାପତି ତେଜସ୍ଵୀ ସୂର୍ଯ୍ୟାଙ୍କ ଆହ୍ୱନ କ୍ରମେ ଏକ ବାଇକ୍‌ ରାଲି କରାଯାଇଛି ।  ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶ କ୍ରମେ ରେଙ୍ଗାଲି ବିଧାୟକ ଶ୍ରୀ ନାଉରୀ ନାଏକଙ୍କ ମାର୍ଗଦର୍ଶନରେ ବିଜେପି ଯୁବ ମୋର୍ଚ୍ଚା ରେଙ୍ଗାଲି ବିଧାନସଭା ପକ୍ଷରୁ ବିକାଶ ତିର୍ଥ ବାଇକ ରାଲି ସ୍ଥାନୀୟ ପଧାନପାଲି ଠାରୁ ବାହାରି ଶାସନ ଦେଇ ରେଙ୍ଗାଲିରେ ପହଞ୍ଚିଥିଲା । ଏହି ବାଇକ ରାଲିରେ ସମ୍ବଲପୁର ଜିଲ୍ଲା ଯୁବ ମୋର୍ଚ୍ଚାର ସଭାପତି ଅଶ୍ୱିନୀ ମାଝୀ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଉତ୍ତମ ବିଶ୍ବାଳ, ଜିଲ୍ଲା ସଂପାଦକ ମନୋରଞ୍ଜନ ଥାପା, ଯୁବମୋର୍ଚ୍ଚା ରେଙ୍ଗାଲି ମଣ୍ଡଳ ସଭାପତି ସନ୍ତୋଷ ସାହୁଙ୍କ ସମେତ ବହୁ ଯୁବମୋର୍ଚ୍ଚା କର୍ମୀ ଯୋଗଦାନ କରିଥିଲେ ।

 

Hot this week

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

Related Articles

Popular Categories