www.samajalive.in
Tuesday, December 9, 2025
17.1 C
Bhubaneswar

ଦେବୀନଦୀ ନିକଟରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

କୋଣାର୍କ: ନିମାପଡ଼ା ଥାନା ଝାମ୍ପୁଲକୁଦ ଦେବୀନଦୀ ନିକଟରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି । କେହି ଦୁର୍ବୃତ୍ତ ବୃଦ୍ଧଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରୁଛି ପୁଲିସ । ସୂଚନା ଅନୁଯାୟୀ ମୃତଦେହରେ କିଛି କ୍ଷତ ଚିହ୍ନ ରହିଥିବା ବେଳେ ନିକଟରେ ଶାବଳ ପଡ଼ିଥିବା ମଧ୍ୟ ଦେଖିବାକୁ ମିଳିଛି । ତାହା ସହ ବୃଦ୍ଧଙ୍କ ନିକଟରେ ଅନ୍ୟ କିଛି ଜିନିଷ ମଧ୍ୟ ପଡ଼ିରହିଛି । ଏନେଇ ନିମାପଡ଼ା ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିବା ସହ ଛାନଭିନ୍‌ ଆରମ୍ଭ କରିଛି । ଅନ୍ୟପଟେ ମୃତକଙ୍କ ପରିବାର ପକ୍ଷରୁ ବୃଦ୍ଧଙ୍କୁ ଜମିବାଡ଼ି ବିବାଦକୁ ନେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories