www.samajalive.in
Friday, December 12, 2025
17.1 C
Bhubaneswar

ଟ୍ରାନ୍ସପୋର୍ଟ କମ୍ପାନୀରେ ଆୟକର ବିଭାଗ ପକ୍ଷରୁ ଚଢାଉ

ଯାଜପୁର: ଜାରକା ସ୍ଥିତ ପଣ୍ଡୁଆ ଶିଳ୍ପାଞ୍ଚଳରେ ଥିବା ଏକ ଟ୍ରାନ୍ସପୋର୍ଟ କମ୍ପାନୀରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀ କାର୍ଯ୍ୟାଳୟରେ ଆୟକର ବିଭାଗ ଚଢାଉ କରିଥିବା ବେଳେ ଦୀର୍ଘ ଦିନ ଧରି ଏହି ସ୍ଥାନରେ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀ କାର୍ଯ୍ୟାଳୟଟି ରହିଥିଲା । ଏହି ଟ୍ରାନ୍ସପୋର୍ଟ କମ୍ପାନୀ ବିଭିନ୍ନ ଖଣିଜ ପଦାର୍ଥ ପରିବହନ କରିଥାଏ । ତେବେ ଗୁରୁବାର ଅଚାନକ ଆୟକର ବିଭାଗ ପକ୍ଷରୁ ଟ୍ରାନ୍ସପୋର୍ଟ ଅଫିସରେ ଚଢ଼ାଉ କରାଯାଇଛି । ବରିଷ୍ଠ ପୁଲିସ ଅଧିକାରୀ ଓ ପୁଲିସ ଫୋର୍ସ ଏହି ଚଢ଼ାଉରେ ସାମିଲ ଅଛନ୍ତି । ଏହି ଚଢ଼ାଉରେ ଆୟକର ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି ।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories