www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ଉପରମୁହାଁ କରୋନା ଗ୍ରାଫ୍‌; ୧୨ ହଜାର ୮୪୭ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କରୋନା ଗ୍ରାଫ୍‌। ଗତ ୨୪ ଘଣ୍ଟାରେ ୧୨ ହଜାର ୮୪୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ କାଲି ଏହି ସଂଖ୍ୟା ୧୨, ୨୧୩ ଥିଲା।  ଶୁକ୍ରବାର ସକାଳ ୮ଟା ସୁଦ୍ଧା ଦେଶରେ ୧୨,୮୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ଜଣ ମହାମାରୀରେ ପ୍ରାଣ ହରାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ୍‌  ୪,୩୨,୭୦,୫୭୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହ ୧୪ ମୃତ୍ୟୁକୁ ମିଶାଇ ଭାରତରେ କରୋନାଜନିତ ମୃତ୍ୟୁସଂଖ୍ୟା ୫,୨୪,୮୧୭ରେ ପହଞ୍ଚିଛି।

ଅପରପ​‌କ୍ଷେ,​‌ ୨୪ ଘଣ୍ଟାରେ ୭୯୮୫ଜଣ ସୁସ୍ଥ ହୋଇଥିବା ବେଳେ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୬,୮୨୬,୯୭ରେ ପହଞ୍ଚିଛି। ୬୩୦୬୩ ସକ୍ରିୟ ଆକ୍ରାନ୍ତ ଏବେ ଚିକିତ୍ସାଧିନ ଅଛନ୍ତି।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories