www.samajalive.in
Tuesday, December 9, 2025
16.1 C
Bhubaneswar

ତୁଷୁରା ଏନଏସି ପକ୍ଷରୁ ରାଜ୍ୟସଭା ସଂସାଦଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଗୁଡଭେଲା: ବଲାଙ୍ଗୀର ଜିଲ୍ଲା ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏନଏସିର ସଭା ଗୃହରେ ଚାଲିଥିବା ସମ୍ବର୍ଦ୍ଧନା ସଭାରେ ସ୍ଥାନୀୟ ଅଧ୍ୟକ୍ଷ ଅଜୟ ଜୟଶ୍ବାଲ ସଭାପତିତ୍ୱ କରିଥିଲେ । ପ୍ରଥମେ ପୁଷ୍ପଗୁଚ୍ଛ ସହ ଉପଢୌକନ ଦେଇ ରାଜ୍ୟସଭା ସାଂସଦଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହାପରେ ତୁଷୁରା ଅଞ୍ଚଳ ବିକାଶ ଦିଗରେ ସବୁବେଳେ ସହଯୋଗର ହାତ ବଢାଇବି ବୋଲି ମତ ପ୍ରକାଶ କରିଥିଲେ ଶ୍ରୀ ବିଶି। ଏହାପରେ ତୁଷୁରା ସମଲେଇ ମନ୍ଦିର ପରିଦର୍ଶନ କରି କଳାହାଣ୍ଡି ଅଭିମୁଖେ ଯାତ୍ରା କରିଥିଲେ । ଉକ୍ତ ସଭାରେ ଉପାଧ୍ୟକ୍ଷା ମାମି ଦାସଙ୍କ ସହ ଅନେକ ବିଜେଡି କର୍ମୀ ସାମିଲ ହୋଇଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories