www.samajalive.in
Friday, December 12, 2025
16.1 C
Bhubaneswar

ଆଜିଠୁ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜିଠୁ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ରୋମକୁ ଯାତ୍ରା କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ବର୍ତ୍ତମାନ ଦିଲ୍ଲୀରେ ଅଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ । ଏଥି ସହିତ ବିଦେଶ ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମା, ଖାଦ୍ୟ ଯୋଗାଣ ସଚିବ ଭିଭି ଯାଦବ ଓ ଆବାସିକ କମିଶନର ରବି କାନ୍ତ ଦିଲ୍ଲୀରେ ପହଞ୍ଚିବେ ।  ମିଳିଥିବା ସୂଚନା ଅନୁଯାୟୀ ରୋମରେ ଆୟୋଜିତ ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ପରେ ଓଡ଼ିଶା ଖାଦ୍ୟ ସୁରକ୍ଷଶ ସଫଳତାର କାହାଣୀ ବଖାଣିବେ ନବୀନ । ଏହା ବ୍ୟତୀତ ରୋମରେ ମୁଖ୍ୟମନ୍ତ୍ରୀଙ୍କ ଆହରିଛି କିଛି କାର୍ଯ୍ୟକ୍ରମ ରହିଛି । ୨୪ ତାରିଖ ଯାଏ ରୋମରେ ମୁଖ୍ୟମନ୍ତ୍ରୀ ରହିବେ ବୋଲି ଜଣାପଡ଼ିଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories