www.samajalive.in
Monday, December 8, 2025
24.1 C
Bhubaneswar

ଆଜିଠୁ ଇଣ୍ଟିଗ୍ରେଟେଡ ସର୍ଭିଲାନ୍ସ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ସ୍ବରୂପ ପରୀକ୍ଷଣ ବଢ଼ାଇବା ସହିତ ସଚେତନତା ଜାରି ରହିଛି। ଅନ୍ୟପକ୍ଷରେ ଆଜିଠୁ ଇଣ୍ଟିଗ୍ରେଟେଡ ସର୍ଭିଲାନ୍ସ ଆରମ୍ଭ ହୋଇଛି। କରୋନା ସଂକ୍ରମଣ ସହ ଟିବି, ଫାଇଲେରିଆ, ମେଲେରିଆ, ଡାଇରିଆ, ଡେଙ୍ଗୁ ଭଳି ରୋଗ ଚିହ୍ନଟ ପାଇଁ ଘରକୁ ଘର ବୁଲି ସର୍ଭିଲାନ୍ସ କରାଯାଉଛି। ସେହି ବିବରଣୀ ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲାରୁ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟ ୨୨ଟି ଜିଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨, ୮୮, ୯୫୦ରେ ପହଞ୍ଚିଛି। ମଙ୍ଗଳବାର ୩୭,୨୩୨ ହିତାଧିକାରୀ ଟିକା ନେଇଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories