www.samajalive.in
Sunday, December 7, 2025
26.1 C
Bhubaneswar

ଚିତି ସାପ କାମୁଡ଼ାରେ ଜଣେ ମୃତ

କୋଟଗଡ଼: କନ୍ଧମାଳ ଜିଲ୍ଲା କୋଟଗଡ ଥାନା ଅନ୍ତର୍ଗତ ମଦାଙ୍ଗିକ୍ରାଡିସାଲା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ସେହି ଗାଁର ନୀଳନ୍ତି ମଲ୍ଲିକଙ୍କୁ ସାପ କାମୁଡ଼ିବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ବୟସ ୩୫ ବର୍ଷ ହୋଇଥିବା ଜଣାପଡ଼ିଛି । ସୂଚନା ମୁତାକବ ନୀଳନ୍ତି ରାତିରେ ଶୋଇଥିଲେ । ଶୋଇଥିବା ସମୟରେ ହଠାତ୍‌ ଚିତି ସାପଟି ତାଙ୍କୁ କାମୁଡ଼ିଦେଇଥିଲା । ପରେ ତାଙ୍କୁ ପରିବାର ଲୋକେ ତୁରନ୍ତ କୋଟଗଡ ଡାକ୍ତରଖାନାକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘଷଣା କରିଥିଲେ । ପରେ ତାଙ୍କୁ ଶବ ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ପଠାଯାଇଥିଲା ।

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories