www.samajalive.in
Saturday, December 13, 2025
26.1 C
Bhubaneswar

ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଓଡ଼ିଶାର ଝିଅଙ୍କୁ ସମର୍ଥନ କରନ୍ତୁ: ନବୀନ

ଭୁବନେଶ୍ବର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଟ୍ବିଟ୍ ଜରିଆରେ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବାକୁ ନବୀନ ନିବେଦନ କରିଛନ୍ତି। ଦଳମତ ନିର୍ବିଶେଷରେ ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ ସେ ଅନୁରୋଧ କରିଛନ୍ତି।


ଓଡ଼ିଶା ପାଇଁ ଏହା ଅତ୍ୟନ୍ତ ଗୌରବର ବିଷୟ ଯେ ଆମ ମାଟିର ଝିଅ ଦେଶର ସର୍ବୋଚ୍ଚ ପଦବୀ ପାଇବାକୁ ଯାଉଛନ୍ତି। ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ତାଙ୍କୁ ସମର୍ଥନ କରିବାକୁ ନିବେଦନ କରିଛନ୍ତି ନବୀନ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories