www.samajalive.in
Tuesday, December 9, 2025
16.1 C
Bhubaneswar

ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ବେଳେ ସାମିଲ ହେବ ବିଜେଡି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ବେଳେ ସାମିଲ ହେବ ବିଜେଡି। ଏନେଇ ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ମନ୍ତ୍ରୀ ଜଗନ୍ନାଥ ସାରକା ଓ ମନ୍ତ୍ରୀ ଟୁକୁନି ସାହୁ ଉପସ୍ଥିତ ରହିବେ। ନାମାଙ୍କନ ପତ୍ରରେ ସ୍ୱାକ୍ଷର କରିବା ସହ କାଲି ଉପସ୍ଥିତ ରହିବେ। ଏନେଇ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ମୋ ସହ କଥା ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆସନ୍ତାକାଲି ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ ମୁର୍ମୁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories