www.samajalive.in
Monday, December 8, 2025
24.1 C
Bhubaneswar

ନବରାତ୍ରିରେ ଏହି ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ

ନବରାତ୍ରିର ଶୁଭାରମ୍ଭ ହେବାକୁ ଯାଉଛି। ନବରାତ୍ରିରେ ରଙ୍ଗମାନଙ୍କର ବିଶେଷ ମହତ୍ୱ ଥାଏ ବୋଲି ଶାସ୍ତ୍ରରେ ମାନ୍ୟତା ରହିଛି। ଏହି ବର୍ଷ ମା’ଦୁର୍ଗାଙ୍କର ନଅଟି ରୂପର ପୂଜାରେ ବିଶେଷ ରଙ୍ଗ ପୋଷାକ ଧାରଣ କରିବା ଅତ୍ୟନ୍ତ ଶୁଭ ଅଟେ।
ନଅ ଦିନରେ ନଅଟି ରଙ୍ଗର ପୋଷାକ ପିନ୍ଧି ପୂଜା କଲେ ଏହା ସ୍ୱତନ୍ତ୍ର ମହତ୍ୱ ସହିତ ସ୍ୱତନ୍ତ୍ର ଫଳ ପ୍ରଦାନ କରିଥାଏ।
ଜାଣନ୍ତୁ , ଏହି ନଅ ଦିନରେ କେଉଁ ରଙ୍ଗର ପୋଷାକ ପିନ୍ଧିବେ….
ପ୍ରଥମ ଦିନରେ ମା’ଶୈଳପୁତ୍ରୀଙ୍କର ପୂଜା ହୋଇଥାଏ। ଏହି ଦିନ ପୂଜାରେ ହଳଦିଆ ରଙ୍ଗର ପୋଷାକ ପିନ୍ଧି ପୂଜା କଲେ ଅତ୍ୟନ୍ତ ଶୁଭ ହୋଇଥାଏ।
ଦ୍ବିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କର ପୂଜା ହୋଇଥାଏ। ଏହି ଦିନରେ ସବୁଜ ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ଅଟେ।
ତୃତୀୟ ଦିନରେ ମା’ ଚନ୍ଦ୍ରଘଣ୍ଟାଙ୍କର ପୂଜା ହୋଇଥାଏ। ଏହି ଦିନରେ ପାଉଁଶିଆ ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
ଚତୁର୍ଥ ଦିନରେ ମା’ କୁଷ୍ମାଣ୍ଡାଙ୍କର ପୂଜା ହୋଇଥାଏ। ଏହି ଦିନରେ ନାରଙ୍ଗୀ ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
ପଞ୍ଚମ ଦିନରେ ସ୍କନ୍ଦମାତାଙ୍କର ପୂଜା ହୋଇଥାଏ। ଏହି ଦିନରେ ଧବଳ ରଙ୍ଗର ପୋଷାକ ପିନ୍ଧିବା ବହୁତ ଶୁଭ ଅଟେ।
ଷଷ୍ଠ ଦିନରେ ମା’ କାର୍ତ୍ତିୟାନୀଙ୍କର ପୂଜା ହୋଇଥାଏ। ଏହି ଦିନରେ ନାଲି ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
ସପ୍ତମୀ ଦିନରେ ମା’ କାଳରାତ୍ରିଙ୍କର ପୂଜା ହୋଇଥାଏ। ଏହି ଦିନରେ ନୀଳ ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
ଅଷ୍ଟମ ଦିନରେ ମା’ ମହାଗୌରୀଙ୍କର ପୂଜା ହୋଇଥାଏ। ଏହି ଦିନରେ ଗୋଲାପି ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
ନବମ ଦିନରେ ମା’ ସିଦ୍ଧାତ୍ରୀଙ୍କର ପୂଜା ହୋଇଥାଏ। ଏହି ଦିନରେ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
ଏହି ନଅ ଦିନ ମଧ୍ୟରେ କଳା ରଙ୍ଗର ପୋଷାକ ପିନ୍ଧିବା ଉଚିତ ନୁହେଁ ।

Hot this week

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

Related Articles

Popular Categories