bjd gruha runa

ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ

BJD Bijuli 480×75 Mob
0

ଯାଜପୁର: ବିଞ୍ଝାପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଶିକାର ହୋଇଥିବା ଅଭିଯୋଗ ହୋଇଛି । ଦୁଇ ଜଣ ଯୁବକ ତାଙ୍କୁ ଅପହରଣ କରି ନେଇ ପରେ ଗଣବଳାତ୍କାର କରିଥିବା ଅଭିଯୋଗରେ ଦର୍ଶାଯାଇଛି । ଏହି ଘଟଣାରେ ପୁଲିସ ଜଣେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛି ।

Leave A Reply