www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯, ସଙ୍ଗରୋଧରୁ ୪୨ ଓ ସ୍ଥାନୀୟ ୨୭।

- Advertisement -


୧୦ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୫,ବଲାଙ୍ଗୀର ୧, କଟକ ୧୩, ଜଗତସିଂହପୁର ୧, ଯାଜପୁର ୨, କଳାହାଣ୍ଡି ୧, ଖୋର୍ଦ୍ଧା ୨୬, ପୁରୀ ୨, ସମ୍ବଲପୁର ୪, ସୁନ୍ଦରଗଡ ୮, ଷ୍ଟେଟପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮କୁ ବୃଦ୍ଧି ପାଇଛି। ୧୨,୭୯,୬୯୩ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories