www.samajalive.in
Saturday, December 6, 2025
16.1 C
Bhubaneswar

ହରଭଙ୍ଗା ପଞ୍ଚାୟତରେ ଜିଲାପାଳଙ୍କ ଜନଶୁଣାଣି କାର୍ଯ୍ୟକ୍ରମ

ହରଭଙ୍ଗା: ହରଭଙ୍ଗା ବ୍ଲକ ହରଭଙ୍ଗା ପଂଚାୟତ ହେଡକ୍ୱାର୍ଟରର ବନ୍ୟା ଆଶ୍ରୟସ୍ଥଳୀ ପ୍ରାଙ୍ଗଣରେ ସୋମବାର ବୌଦ୍ଧ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତି ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ସ୍ଥାନରୁ ୪୭ଟି ଅଭିଯୋଗ ମଧ୍ୟରୁ ୪୫ଟି ବ୍ୟକ୍ତିଗତ, ୦୨ଟି ସାମୁହିକ, ୧୯ଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କିତ ଅଭିଯୋଗ ପହଞ୍ଚିଥିଲା। ସେଥିରୁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ୧୯ଟି ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର କାର୍ଯ୍ୟକ୍ରମରେ ଜିଲାପାଳଙ୍କ ସହିତ ବୌଦ୍ଧ ଏସପି ଜ୍ଞାନରଞ୍ଜନ ମହାନ୍ତି, ବୌଦ୍ଧ ପି.ଡି ଅଶ୍ୱିନୀ ମେହେର, ବୌଦ୍ଧ ଉପଜିଲ୍ଲାପାଳ ସନତ କୁମାର ନାଏକ, ଡେପୁଟି କଲେକ୍ଟର ଅବନୀ ସାହୁ, ହରଭଙ୍ଗା ତହସିଲଦାର ଶମ୍ଭୁଭୂଷଣ ମିଶ୍ର, ଅତିରିକ୍ତ ତହସିଲଦାର ହରିଓମ ଭୋଇ, ହରଭଙ୍ଗା ବିଡିଓ ଶ୍ମିତା ରଥଙ୍କ ସମେତ ବହୁ ଜିଲାସ୍ତରୀୟ ପଦାଧିକାରୀ ଉପସ୍ଥିତ ଥିଲେ।

 

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories