www.samajalive.in
Friday, December 5, 2025
26.1 C
Bhubaneswar

ରଥଯାତ୍ରା : ସଂକ୍ରମଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁରୀରେ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି

ପୁରୀ : ଆଉ ଅଳ୍ପ ଦିନ ବାକି ରହିଲା ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପୁରୀରେ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି। ସଂକ୍ରମଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁରୀରେ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି ନେଇ ଆଜି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ପୁରୀରେ ପ୍ରାୟ ୬୯ଟି ପ୍ରାଥମିକ ଚିକିତ୍ସା କେନ୍ଦ୍ର ଖୋଲା ଯାଇଛି। ୫୮ଟି ଆମ୍ବୁଲାନ୍ସ ସର୍ଭିସ,୧୧୪ଟି ଷ୍ଟ୍ରେଚର ସର୍ଭିସ ବ୍ୟବସ୍ଥା ହୋଇଛି। ୧୪୫ ଡାକ୍ତର,୭ ଖାଦ୍ୟ ସୁରକ୍ଷା ଅଧିକାରୀ (ଫୁଡ୍‍ ସେଫଟି ଅଧିକାରୀ), ୪୦ ଫାର୍ମାସିଷ୍ଟ ବ୍ୟବସ୍ଥା ହୋଇଛି। ୩୦ ନର୍ସିଂ ଅଧିକାରୀ, ୪୫ ହେଲଥ୍‍ ଅଧିକାରୀ, ହସ୍ପିଟାଲ ବ୍ୟବସ୍ଥା କରାଯାଇଛି। ପୁରୀ ଜିଲାର ବିଭିନ୍ନ ହସ୍ପିଟାଲରେ ୨୮୭ଟି ବେଡ୍‍ ବ୍ୟବସ୍ଥା ହୋଇଛି। ପ୍ରବଳ ଗୁଳୁଗୁଳି ଦୃଷ୍ଟିରୁ ୨୬ଟି ଏସି ବେଡ୍‍ ର ବ୍ୟବସ୍ଥା କରାଯାଇଛି। ପୁରୀ ହସ୍ପିଟାଲରେ ୨୦୦ ୟୁନିଟ୍‍ ଲେଖାଏଁ ବିଭିନ୍ନ ଗ୍ରୁପର ବ୍ଲଡ ବ୍ୟାଙ୍କ ପ୍ରସ୍ତୁତ କରାଯାଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories