www.samajalive.in
Friday, December 12, 2025
16.1 C
Bhubaneswar

ଆସନ୍ତା କାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ : ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନ ସମୟ ନିଘଣ୍ଟ ଜାରି କରିଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ। ପରେ ସକାଳ ୯ଟାରୁ ୧୦ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ ହେବ। ଏହାପରେ ଦିନ ୨ଟାରୁ ୩ଟା,ସନ୍ଧ୍ୟା ୬ଟାରୁ ୬ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ କରିବେ।
ରାତି ୯ଟାରୁ ୧୦ ଟା ୩୦ ଓ ରାତି ସାଢେ ୧୧ଟାରୁ ସାଢେ ୧୨ ଦର୍ଶନ ହେବ। ବିଶେଷ ନୀତି ପାଇଁ ସକାଳ ସାଢେ ୧୦ ଟାରୁ ଦିନ ୨ଟା ଦର୍ଶନ ବନ୍ଦ ଓ ୩ଟାରୁ ୬ଟା ଦର୍ଶନ ବନ୍ଦ ରହିବ। ସେହିପରି ସାଢେ ୬ଟାରୁ ରାତି ୯ଟା ଓ ରାତି ସାଢେ ୧୦ ରୁ ସାଢେ ୧୧ଟା ମଧ୍ୟ ଦର୍ଶନ ବନ୍ଦ ରହିବ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories