www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ମାଟ୍ରିକ୍‌ ଫଳ

କଟକ: ମାଟ୍ରିକ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ଅପରାହ୍ଣ ୧ଟାରେ ବଜ୍ରକବାଟିସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷାଫଳ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଛାତ୍ରଛାତ୍ରୀମାନେ ଅପରାହ୍ଣ ୨ଟାରୁ ବୋର୍ଡ ୱେବସାଇଟ (www.bseodisha.ac.in ଏବଂ www.bseodisha.nic.in)ରେ ନିଜର ପରୀକ୍ଷାଫଳ ଜାଣିପାରିବେ। ଏଥିସହ ପରୀକ୍ଷାର୍ଥୀମାନେ ନିଜର ରୋଲ ନମ୍ବରକୁ ଟାଇପ କରି ୫୬୭୬୭୫୦ ନମ୍ବରକୁ ଏକ ଏସ୍‌ଏମ୍‌ଏସ ପଠାଇ ଫଳାଫଳ ଦେଖି ପାରିବେ ବୋର୍ଡ ପକ୍ଷରୁ କୁହାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories