www.samajalive.in
Friday, December 12, 2025
26.1 C
Bhubaneswar

ବାହୁଡା ଯାତ୍ରା ପାଇଁ ଆଜିଠୁ ପ୍ରସ୍ତୁତି; ୩ରଥ ନେବେ ଦକ୍ଷିଣମୋଡ

ପୁରୀ: ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ଆଜିଠୁ ପୁରୀରେ ପ୍ରସ୍ତୁତି ଆରମ୍ଭ ହେବ । ଆଜି ମହାସପ୍ତମୀ ତିଥି ଅବସରରେ ଶରଧାବାଲିରେ ତିନି ରଥଙ୍କୁ ଦକ୍ଷିଣ ମୋଡ କରାଯିବ । ମିଳିଥିବା ସୂଚନା ଅନୁଯାୟୀ ମଧ୍ୟାହ୍ନ ୧୨ଟା ସୁଦ୍ଧା ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବା ପରେ ବଡ଼ଭାଇ ବଳଭଦ୍ରଙ୍କ ରଥ ତାଳଧ୍ୱଳ, ଭଉଣୀ ସୁଭଦ୍ରାଙ୍କ ରଥ ଦର୍ପଦଳନ ଓ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ କରାଯିବ। ବିଜେ କାହାଳୀ ବାଜିବା ପରେ ଆରକ୍ଷୀ ବାହିନୀ ପ୍ରଥମେ ସୁଭଦ୍ରାଙ୍କ ଦର୍ପଦଳନ ପରେ ବଳଭଦ୍ରଙ୍କ ତାଳଧ୍ୱଜ ଦକ୍ଷିଣ ମୋଡ଼ ହେବ । ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ନାକଚଣା ଦ୍ୱାର ଅଭିମୁଖେ ଗଡିବ ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories