www.samajalive.in
Saturday, December 13, 2025
26.1 C
Bhubaneswar

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼; ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା

ନୂଆଦିଲ୍ଲୀ: ପୁଣି ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼ । ଗତ କିଛି ଦିନର ବ୍ୟବଧାନ ପରେ ଘରୋଇ ଏଲପିଜି ସିଲିଣ୍ଡର ଦର ବୃଦ୍ଧି ପାଇଛି । ଫଳରେ ସାଧାରଣ ଜନତା ମହଙ୍ଗା ମାଡ଼ର ସମ୍ମୁଖିନ ହେବେ । ୧୪.୨ କେଜି ଏଲପିଜି ସିଲିଣ୍ଡର ପିଛା ୫୦ଟଙ୍କା ବୃଦ୍ଧି କରାଯାଇଥିବା ବେଳେ ୫ କେଜିର ଛୋଟ ସିଲିଣ୍ଡରର ଦାମ ୧୮ଟଙ୍କା ବୃଦ୍ଧି କରାଯାଇଛି ।

ବର୍ତ୍ତମାନର ଦରବୃଦ୍ଧି ଯୋଗୁ ରାଜଧାନୀ ଦିଲ୍ଲୀରେ ଏଲପିଜି ସିଲିଣ୍ଡର ଦାମ୍‌ ୧୦୫୩ ଟଙ୍କା ରହିଛି । ସେପଟେ ବ୍ୟବସାୟୀକ ସିଲିଣ୍ଡରର ଦାମ୍‌ ହ୍ରାସ କରାଯାଇଥିବା କୁହାଯାଇଛି । ୧୯ କେଜି କମର୍ସିଆଲ ସିଲିଣ୍ଡର ଦର ୮.୫୦ ପଇସା ହ୍ରାସ ପାଇଛି । କିଛି ଦିନ ପୂର୍ବରୁ ମଧ୍ୟ ବ୍ୟବସାୟୀକ ସିଲିଣ୍ଡରର ଦାମ୍‌ ହ୍ରାସ ପାଇଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories