www.samajalive.in
Saturday, December 13, 2025
26.1 C
Bhubaneswar

ମକା ଚିକେନ ଚଟ୍‍ପଟି

ଆବଶ୍ୟକ ସାମଗ୍ରୀ
ଚିକେନ – ୨କପ (ଛଣା ହୋଇଥିବା)
ସିଝା ମକା – ୧କପ
ବିନସ୍‍ – ୧କପ
ସିମଲା ଲଙ୍କା – ୧କପ
ପିଆଜ – ୧ଟି (କଟା ହୋଇଥିବା)
ରସୁଣ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ପିଆଜ, ରସୁଣ, ସିମଲା ଲଙ୍କା, ପକାଇ ଭାଜି ଦିଅନ୍ତୁ। ଭାଜିବା ପରେ ଲଙ୍କା ଗୁଣ୍ଡ, ଜିରା ଗୁଣ୍ଡ ପକାଇ ଗୋଳାନ୍ତୁ। ଏବେ ଏଥିରେ ବିନସ, ସିଝା ମକା ପକାଇ କିଛି ସମୟ ଭାଜିବା ପରେ ଛଣା ଚିକେନ, ଲୁଣ, ଗୋଲମରିଚ ଗୁଣ୍ଡ ପକାଇ ୩ ରୁ ୪ ମିନିଟ ଗ୍ୟାସରେ ବସାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମକା ଚିକେନ ଚଟ୍‍ପଟି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories