www.samajalive.in
Sunday, December 14, 2025
15.1 C
Bhubaneswar

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର

କେଶଦୂରାପାଳ: ଆନନ୍ଦପୁର ଥାନା ଅନ୍ତର୍ଗତ ଅକରୁଆ ଛକରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି । ଧକ୍କା ହେବା ଫଳରେ ଜଣେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି । ଗୁରୁତର ବାଇକ୍‌ ଚାଳକଙ୍କ ଘର ଅକରୁଆ ଗାଁରେ ହୋଇଥିବା ବେଳେ ତାଙ୍କ ନାଁ  ଓମ୍ ପ୍ରକାଶ ଖଟୁଆ (୩୪) ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଓମ୍ ପ୍ରକାଶ ଅକରୁଆ ଛକରେ ବାଇକ୍‌ ସହ ଛିଡ଼ା ହୋଇଥିଲେ । ଭଦ୍ରକ ଆଡୁ ହଠାତ୍ ଏକ ବାଇକ ଆସି ଓମ୍ ପ୍ରକାଶଙ୍କ ବାଇକ୍ ସହ ମୁହାଁମୁହିଁ ଧକ୍କା ହେଇଥିଲା । ଫଳରେ ଦୁର୍ଘଟଣାରେ ଓମ୍ ପ୍ରକାଶ ଗୁରୁତର ହୋଇପଡ଼ିଥିଲେ । ପ​‌ରେ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories