www.samajalive.in
Thursday, December 11, 2025
13.1 C
Bhubaneswar

ନବ ନିର୍ବାଚିତ ଦରଡ଼ିପାଳ ସେବା ସମବାୟ ସମିତ ସଭାପତିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

କେଶଦୂରାପାଳ: ଦରଡ଼ିପାଳ ସେବା ସମବାୟ ସମିତ ସଭାପତି ପ୍ୟାରୀ ମୋହନ ବାରିକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ କରାଯାଇଛି । ଘସିପୁରା ବ୍ଲକ ଅନ୍ତର୍ଗତ ଦରଡ଼ିପାଳ ସେବା ସମବାୟ ସମିତ ନିର୍ବାଚନରେ ସଭାପତି ଭାବେ ପ୍ୟାରୀ ମୋହନ ବାରିକ ଦାୟଯୁକ୍ତ ହୋଇଥିବା ବେଳେ ଗତକାଲି ଆନୁଷ୍ଠାନିକ ଭାବେ ସମବାୟ କାର୍ଯ୍ୟାଳୟରେ ଶ୍ରୀ ବାରିକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ  କରିବା ସହ ସମବାୟର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରାଯାଇ ଥିଲା  । ଏହି ସମୟରେ  ସଂପାଦକ ତ୍ରିଲୋଚନ ସାହୁଙ୍କ ସହିତ ସମସ୍ତ ସମବାୟ ନିର୍ଦ୍ଦେଶକ ଉପସ୍ଥିତ ଥିଲେ  ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories