ପୁରୀ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଡିଆଇସି କାର୍ଯ୍ୟାଳୟର ସୁପର ଭାଇଜର। ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗର ସୁପର ଭାଇଜର ନାରାୟଣ ପଟ୍ଟନାୟକ ଭିଜିଲାନ୍ସ ହାତରେ ଆଜି ଧରାପଡିଛନ୍ତି। ପ୍ରାୟ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖବର ପାଇ ଭିଜିଲାନ୍ସ ଟିମ୍ ଚଢାଉ କରି ଟଙ୍କା ଜବତ କରିବା ସହ ଗିରଫ କରିଛି। ଘଟଣାର ତଦନ୍ତ ଜାରି ରହିଛି।
Popular Categories



