www.samajalive.in
Monday, December 8, 2025
20.1 C
Bhubaneswar

ଜାମ୍ମୁ-କାଶ୍ମୀର ପୌର ନିର୍ବାଚନ: ଶାନ୍ତି ଶୃଙ୍ଖଳାର ସହ ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ

ଶ୍ରୀନଗର : ଦୀର୍ଘ ୧୩ବର୍ଷ ପରେ ଜାମ୍ମୁ-କାଶ୍ମୀରରେ ପୌର ନିର୍ବାଚନ ଅନୁଷ୍ଠିତ ହୋଇଛି। ସୋମବାର ପ୍ରଥମ ପର୍ଯ୍ୟାୟ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଥିବାବେଳେ ଏହା ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଥିବା ଜଣାଯାଇଛି। ଶ୍ରୀନଗରର ଗୋଟିଏ ସ୍ଥାନରେ ପଥର ଫିଙ୍ଗା ହୋଇଥିବାବେଳେ ଅନ୍ୟ କୌଣସିଠାରେ ଅଘଟଣ ଘଟିନାହିଁ। ରାଜୌରି ଜିଲାରେ ସର୍ବାଧିକ ୬୦% ମତଦାନ ହୋଇଥିବାବେଳେ ପୁଞ୍ଚ ଜିଲାରେ ସର୍ବନିମ୍ନ ୫୨% ମତଦାନ ହୋଇଛି। ରାଜ୍ୟର ପୌର ନିର୍ବାଚନ ୪ଟି ପର୍ଯ୍ୟାୟରେ ହେବ। ଅକ୍ଟୋବର ୧୬ରେ ନିର୍ବାଚନ ଶେଷ ହେବ। ଅକ୍ଟୋବର ୨୦ରେ ଭୋଟ ଗଣତି ହେବ। ନ୍ୟାସନାଲ କନଫରେନ୍ସ ଓ ପିପୁଲ୍ସ ଡେମୋକ୍ରାଟିକ ପାର୍ଟି ଏହି ନିର୍ବାଚନକୁ ବର୍ଜନ କରିଛନ୍ତି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories