www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ଆଉ ୫୦୯ ନୂଆ ସଂକ୍ରମିତ ଚିହ୍ନଟ

ଭୁୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୫୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜନ୍ମରୁ ୧୮ ବର୍ଷ ମଧ୍ୟରେ ୫୨,ସଙ୍ଗରୋଧରୁ ୨୯୯ ଓ ସ୍ଥାନୀୟ ୨୧୦।

- Advertisement -


୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୦୦। ବାଲେଶ୍ୱରରୁ ୫, ବରଗଡ ୨, ଭଦ୍ରକ ୭, ବଲାଙ୍ଗୀର ୧, ବୌଦ୍ଧ ୨, କଟକ ୧୧୦, ଢେଙ୍କାନାଳ ୧, ଗଜପତି ୪, ଗଞ୍ଜାମ ୩, ଜଗତସିଂହପୁର ୯, ଯାଜପୁର ୧୦, କଳାହାଣ୍ଡି ୬,କନ୍ଧମାଳ ୨, କେନ୍ଦ୍ରାପଡା ୬,କେନ୍ଦୁଝର ୩, ,କୋରାପୁଟ ୨, ମାଲକାନଗିରି ୧,ମୟୁରଭଞ୍ଜ ୮, ନବରଙ୍ଗପୁର ୧,ନୟାଗଡ ୯, ନୂଆପଡା ୪,ପୁରୀ ୧୪,ସମ୍ବଲପୁର ୮, ସୋନପୁର ୧,ସୁନ୍ଦରଗଡ ୪୯,ଷ୍ଟେଟପୁଲରୁ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୫୮୫କୁ ବୃଦ୍ଧି ପାଇଛି। ୧୨,୮୧,୮୬୬ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୫୩୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories